ଆଉ ୬୫ ଓଡିଆ ଛାତ୍ର ଖାରକିଭ୍ରୁ ଉଦ୍ଧାର

ଭୁବନେଶ୍ବର: ଯୁଦ୍ଧ ଅଞ୍ଚଳ ଖାରକିଭ୍ ଓ ପେସୋଚିନ ରେ ବର୍ତ୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି। ଖାରକିଭ୍ ଓ ପିସୋଚିନ୍ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି…