ସହିଦ ଦିଆଲ ସିଂ ସର୍ଦ୍ଦାରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ବରଗଡ: ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ଖର୍ସଲ ଗ୍ରାମରେ ସହିଦ ଦିଆଲ ସିଂ ସର୍ଦ୍ଦାରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଯୋଗଦେଇ ପ୍ରତିମୂର୍ତ୍ତି ଉନ୍ମୋଚିତ କରିବା ସହ ସହିଦଙ୍କ ବଳିଦାନ ଉପରେ ସ୍ମୃତି ଚାରଣ କରିଥିଲେ ।…