ରାଜ୍ୟରେ ଆଉ ୧୨୮ କୋରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ ସଂଖ୍ୟା ଗତ ୨୪ ଘଣ୍ଟାରେ ୧୨୮ ରହିଛି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୨୨ ଜଣ ୧୮ ବର୍ଷରୁ କମ ବୟସ୍କ ରହିଛନ୍ତି ‌। ସଙ୍ଗରୋଧରୁ ୭୩ ଓ ସ୍ଥାନୀୟ ଅଞ୍ଚଳରୁ ୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୩ଟି ମାମଲା ରହିଥିବା ବେଳେ…

କରୋନା ଅପଡେଟ୍: ଦିନକରେ ୬,୩୯୬ ନୂଆ ମାମଲା, ୨୦୧ ମୃତ

ନୂଆଦିଲ୍ଲୀ: ଗୋଟିଏ ଦିନରେ ଭାରତରେ କୋଭିଡ -୧୯ ର ୬,୩୯୬ ନୂଆ ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୨୯,୫୧,୫୫୬ କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯,୮୯୭ କୁ ଖସି ଆସିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…