ୟୁକ୍ରେନ୍ ଫେରନ୍ତା ଓଡିଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ବାକି ସମସ୍ତ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ମୁମ୍ବାଇ ବିମାନ ବନ୍ଦରରେ ମଧ୍ୟ ଖୋଲିବ help desk ଭୁବନେଶ୍ୱର- ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନ୍ଲାଇନ ଜରିଆରେ ଆଲୋଚନା…