ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଆରମ୍ଭ, ଆଜି ୩୧୫ ଜିଲ୍ଲା ପରିଷଦରେ ଗଣତି

ଭୁବନେଶ୍ୱର - ଆରମ୍ଭ ହୋଇଛି ପଞ୍ଚାୟତ ନିର୍ବାଚନର ଭୋଟ୍ ଗଣତି । ସକାଳ ୮ ରୁ ଆରମ୍ଭ ହୋଇଛି ଗଣତି । ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହୋଇଛି ଗଣତି ବ୍ୟବସ୍ଥା। ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି।…