ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ଭୁବନେଶ୍ୱର - ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା। ସେ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…