ଓସିପିଏଲ୍ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ୱର: ଓଡିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କରିଛି। ଆଜି ଏହି ଉପଲକ୍ଷେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ…