ସରିଲା ମତଦାନ, ଶେଷ ପର୍ଯ୍ୟାୟରେ ୭୦ ପ୍ରତିଶତ ଭୋଟ, ୨୬ରୁ ଗଣତି

ଭୁବନେଶ୍ୱର: ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ । ଆଜି ଅନ୍ତିମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳିଛି । ମତଦାନ ଶେଷ ହେବା ସହ ଏବେ ଭୋଟ ଗଣତି ଉପରେ ସମସ୍ତଙ୍କର ନଜର ରହିବ । ଆସନ୍ତା ୨୭ ତାରିଖରୁ ୨୮ ତାରିଖ ଯାଏଁ ହେବ ଗଣତି । ଶେଷ ପର୍ଯ୍ୟାୟରେ…