ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଭୁବନେଶ୍ୱର - ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ଏବଂ ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ସାକ୍ଷାତ ସୌଜନ୍ୟ ମୂଳକ ଥିଲା । ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି…