କୋଟିପତି ଏଡିଏମଙ୍କୁ ୧୪ ଦିନ ବିଚାର ବିଭାଗୀୟ ହାଜତ

ଭୁବନେଶ୍ୱର- ଜେଲ୍ ଗଲେ ସୁନ୍ଦରଗଡର କୋଟିପତି ଏଡିଏମ ବିଶ୍ୱଜିତ ମହାପାତ୍ର । ଆୟ ବହିର୍ଭୂତ ସଂପତ୍ତ ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରି ସ୍ୱତନ୍ତ୍ର କୋର୍ଟରେ ହାଜର କରିଥିଲା । ତାଙ୍କର ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।…