ମହଙ୍ଗା ହେଲା ଘରୋଇ ବିମାନ ଯାତ୍ରା, ବିମାନ ଭଡ଼ା ୧୨.୫ ପ୍ରତିଶତ ବଢ଼ାଇଲେ ସରକାର

ନୂଆଦିଲ୍ଲୀ: ଆଜିଠାରୁ ଘରୋଇ ବିମାନ ଯାତ୍ରା ମହଙ୍ଗା ହୋଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଗୁରୁବାର ରାତିରେ ବିମାନ ଭଡା ୧୨.୫ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ଆଜିଠାରୁ କାର୍ଯ୍ୟକାରୀ ହେବ। ସର୍ବନିମ୍ନ ଏବଂ ସର୍ବାଧିକ ଭଡ଼ାରେ ବୃଦ୍ଧି କରାଯାଇଛି ।…

ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବସି ପ୍ରାର୍ଥୀ ଦେବ ବିଜେଡି

ଭୁବନେଶ୍ବର: ପଞ୍ଚଯାତ ନିର୍ବାଚନରେ ୨୭% ଓବସି ପ୍ରାଥୀ ଦେବା ବିଜେଡି । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳ ଏହି ନିଷ୍ପତ୍ତି ନେଇଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ରପ୍ରତାପ ସ୍ବାଇଁ ଏବଂ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ…