୬୩,୩୦୩ ଶିକ୍ଷକଙ୍କୁ ପଦୋନ୍ନତି, ଗୁଣାତ୍ମକ ଶିକ୍ଷା କାର୍ଯ୍ୟକ୍ରମର ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ କାମନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି।
ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ…