ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର : ଆଜି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୬ ତାରିଖ ଦିନ ମଧ୍ୟ…