ଚତୁର୍ଥ ପର୍ଯ୍ୟାୟରେ ୭୯ ପ୍ରତିଶତ ମତଦାନ : ସୁବର୍ଣ୍ଣପୁରରେ ସର୍ବାଧିକ, ଗଞ୍ଜାମରେ ସର୍ବନିମ୍ନ

ଭୁବନେଶ୍ୱର- ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୭୯ ପ୍ରତିଶତ ମତଦାନ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ୮୬. ୫୧ ପ୍ରତିଶତ ଓ ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୬୫.୨ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।…

କରୋନା ଅପଡେଟ୍: ଦୈନିକ ସଂକ୍ରମଣରେ ସାମାନ୍ୟ ବୃଦ୍ଧି, ୨୪ ଘଣ୍ଟାରେ ୧୫,୧୦୨ ନୂଆ ମାମଲା

ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି । ତେବେ କ୍ରମାଗତ ଚତୁର୍ଥ ଦିନ ପାଇଁ ୨୦,୦୦୦ ରୁ କମ୍ ମାମଲା ପଞ୍ଜିକୃତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୧୦୨ ନୂଆ ମାମଲା ଆସିଥିବା ବେଳେ ​ ୨୭୮ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଦିନକ ପୂର୍ବରୁ ୧୩,୪୦୫ କରୋନା…

ପୌର ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ, ନିର୍ବାଚନ କମିଶନଙ୍କୁ ଜଣାଇଲେ

ଭୁବନେଶ୍ୱର- ପୌର ନିର୍ବାଚନ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ମହାନଗର ନିଗମରେ କାଉନସିଲର, କର୍ପୋରେଟର, ପୌରାଧ୍ୟକ୍ଷ ଓ ମେୟର ନିର୍ବାଚନ ପାଇଁ ବି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଜରିଆରେ ରାଜ୍ୟ…

ଭାରତକୁ ଆଉ ଏକ ଝଟକା, ଚହରଙ୍କ ପରେ ଶ୍ରୀଲଙ୍କା ବିପକ୍ଷ ଟି-୨୦ରୁ ବାଦ୍ ପଡ଼ିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଗୋଟିଏ ଦିନ ପୂର୍ବରୁ ଭାରତୀୟ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ଦୀପକ ଚହରଙ୍କ ପରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବ ମଧ୍ୟ ଦଳରୁ ବାଦ୍ ପଡିଛନ୍ତି। ହେୟାର ଲାଇନ୍ ଫ୍ରାକଚର୍ ଯୋଗୁଁ…