ଆଘାତପ୍ରାପ୍ତ ଯୁବ ମହିଳା ଫୁଟବଲ ଖେଳାଳୀ ମନୀଷା ପାଇଲେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆଶ୍ବାସନା ଓ ପ୍ରେରଣା

ଭୁବନେଶ୍ବର: ମନୀଷା ନାୟକ, ସ୍ପୋର୍ଟସ ଓଡିଶା ଟିମ୍‌ର ୧୮ ବର୍ଷ ବୟସ୍କା ଫୁଟବଲ ଖେଳାଳୀ। ଅନେକ ସ୍ବପ୍ନ ନେଇ ଓଡିଶା ମହିଳା ଲିଗ୍‌ ମ୍ୟାଚରେ ଖେଳିବାର ଆଶା ରଖି ଆସିଥିଲେ । କିନ୍ତୁ ରାଇଜିଂ ଷ୍ଟୁଡେଣ୍ଟସ ଟିମ୍‌ ସହିତ ଥିବା ମ୍ୟାଚ ପୂର୍ବରୁ ତାଙ୍କ ଆଣ୍ଠୁରେ ଆଘାତ ଲାଗିଲା । ଖେଳିବାର ସୁଯୋଗ…