ରାଜ୍ୟରେ ୪ ଶହ ତଳକୁ ଖସିଗଲା ଦୈନିକ କୋରୋନା ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୪ ଶହ ତଳକୁ ଖସିଛି । ଦିନକରେ ୩୮୮ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୧୬୨ ମାମଲା ଆସିଛି । ୫୩୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ଅଛନ୍ତି । ରାଜ୍ୟରେ ମୋଟ…

ଆନ୍ଧ୍ରପ୍ରଦେଶ ଆଇଟି ମନ୍ତ୍ରୀ ଗୌତମ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶ ଶିଳ୍ପ ଓ ଆଇଟି ମନ୍ତ୍ରୀ ମେକାପତି ଗୌତମ ରେଡ୍ଡୀଙ୍କ ହୃଦଘାତରେ ପରଲୋକ ହୋଇଯାଇଛି। ସୋମବାର ସକାଳେ ଛାତିରେ ଯନ୍ତ୍ରଣା ଯୋଗୁଁ ସେ ହଠାତ୍ ତଳେ ପଡ଼ିଯାଇଥିଲେ। ପରିବାର ଲୋକ ତାଙ୍କୁ ତୁରନ୍ତ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ…

ବିଦ୍ୟୁତ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ବରଗଡ଼: ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ ଅଲେଖପୁର ଗ୍ରାମର ଏକ ବିଲରେ…

କରୋନା ଅପଡେଟ୍: ଆହୁରି ଖସିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଆସିଲା ଏତିକି ମାମଲା

ନୂଆଦିଲ୍ଲୀ: ଦେଶରେ କରୋନାର ତୃତୀୟ ଲହର ସଂକମ୍ରଣ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଆଜି ନୂଆ ମାମଲା ସହ ମୃତକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ସୋମବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୧୬,୦୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟ…