୧୯ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ କରିବେ ସ୍ୱାଗତ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୨୦ ତାରିଖରେ ସକାଳ ୧୦.୪୦ରେ ପୁରୀସ୍ଥିତ ଗୌଡିଆ ମିସନ ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ ଯୋଗଦେବେ…