କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀଙ୍କ ପରଲୋକ

କୋଲକାତା: ପ୍ରଖ୍ୟାତ କଣ୍ଠଶିଳ୍ପୀ ସନ୍ଧ୍ୟା ମୁଖାର୍ଜୀଙ୍କ ମଙ୍ଗଳବାର ସନ୍ଧ୍ୟାରେ କୋଲକାତାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା | ସନ୍ଧ୍ୟା ମୁଖାର୍ଜୀ ଓରଫ୍ ସନ୍ଧ୍ୟା ମୁଖୋପାଧ୍ୟାୟ ଏସଡି ବର୍ମନ, ନୌଶାଦ ଏବଂ ସଲିଲ ଚୌଧୁରୀଙ୍କ…

ଲାଲ୍ କିଲ୍ଲା ହିଂସା ଅଭିଯୁକ୍ତ ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଜଣାଶୁଣା ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁଙ୍କର ଏକ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ମୃତ୍ୟୁ ହୋଇଯାଇଛି। ଦିଲ୍ଲୀ ନିକଟ କୁଣ୍ଡଲି ସୀମାରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୀପ ସିଦ୍ଧୁ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ । ଦୁର୍ଘଟଣାଗ୍ରସ୍ତ କାରରେ ସିଦ୍ଧୁଙ୍କ ସହ ଜଣେ ମହିଳା…