କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଆଉ ୬୭,୦୮୪ ନୂଆ ଆକ୍ରାନ୍ତ ଚିହ୍ନଟ, ୧୨୪୧ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୭,୦୮୪ ନୂଆ କରୋନା ମାମଲା ରୁଜୁ ହୋଇଛି। ଏଥି ସହିତ, ନୂଆ କରୋନା ମାମଲାରେ ୬ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଘଟିଛି। ଦେଶବ୍ୟାପୀ ଟିକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ୧୭୧.୨୮ କୋଟି ଟିକା ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୬,୪୪,୩୮୨…

ଭିଜିଲାନସ ଜାଲରେ ଫରେଷ୍ଟ ରେଞ୍ଜର

ଫୁଲବାଣୀ- କନ୍ଧମାଳ ଜିଲ୍ଲା କେ.ନୂଆଗାଁର ଫରେଷ୍ଟ ରେଞ୍ଜର ବୈରାଗୀ ଚରଣ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭର୍ୂତ ସଂପତ୍ତି ଠୁଳି ଅଭିଯୋଗରେ ବୈରାଗୀଙ୍କ ଘରେ ଚଢାଉ ହୋଇଛି । ରାଜ୍ୟରେ ୭ଟି ଜାଗାରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ…

ରାଜ୍ୟରେ ପୁଣି ଦେଢ ହଜାର ତଳେ ଦୈନିକ କୋରୋନା ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ ପୁଣି ଦେଢ ହଜାର ତଳକୁ ଖସିଛି ଦୈନିକ କୋରୋନା ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୧ ହଜାର ୪୮୦ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୮୬୨ ଓ ସ୍ଥାନୀୟ ଅଂଚଳରୁ ୬୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୩୪ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ ।…