ରାଜ୍ୟରେ ଦିନକରେ ୧ ହଜାର ୭୧୨ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧ ହଜାର ୭୧୨ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୯୯୭ ଓ ସ୍ଥାନୀୟ ଅଂଚଳରୁ ୭୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୩୨୩ ଜଣ ଶିଶୁ-କିଶୋର…

ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିିତୀୟ ଦିନିକିଆ, ସିରିଜ୍ ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଅହମ୍ମଦାବାଦ: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଦ୍ୱିତୀୟ ଦିନିକିଆ ବୁଧବାର ଖେଳାଯିବ । ପ୍ରଥମ ତଥା ନିଜ ୧୦୦୦ତମ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ଧରାଶାୟୀ କରିବା ପରେ ଭାରତ ୧-୦ରେ ଅଗ୍ରଣୀ ରହିଛି । ଦ୍ୱିତୀୟ ଦିନିକିଆରେ ବି ପ୍ରଧାନ୍ୟ ଜାରି ରଖି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ତିନି…

କରୋନା ଅପଡେଟ୍: ବଢ଼ୁଛି ମୃତ୍ୟୁ ସଂଖ୍ୟା, ଦିନକରେ ଆଉ ୧୨୧୭ ଜଣଙ୍କ ମୃତ୍ୟୁ, ୭୧,୩୬୫ ନୂଆ ଆକ୍ରାନ୍ତ

ଭାରତ: ଦେଶରେ କରୋନାର ତୃତୀୟ ଲହର ତଳମୁହାଁ ହେଉଛି। ତେବେ ଗତକାଲି ତୁଳନାରେ ଆଜି ଦୈନିକ ସଂକ୍ରମଣ ସାମାନ୍ୟ ବଢ଼ିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୧,୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ଦିନକରେ ଆଉ ୧୨୧୭ ଜଣଙ୍କର ମୃତ୍ୟୁ…