ରାଜ୍ୟରେ ଦିନକରେ ୧ ହଜାର ୭୧୨ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ କୋରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧ ହଜାର ୭୧୨ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୯୯୭ ଓ ସ୍ଥାନୀୟ ଅଂଚଳରୁ ୭୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୩୨୩ ଜଣ ଶିଶୁ-କିଶୋର…