ଧର୍ମେନ୍ଦ୍ରଙ୍କୁ ବବିଙ୍କ କଡା ଜବାବ: ବିଜେଡି ଅହିଂସାର ପଥିକ, ବିଜେପି ଆଗ ନିଜ ସାଂସଦ ବିଧାୟକଙ୍କ ଆଚରଣ ଦେଖୁ

ଭୁବନେଶ୍ୱର: ବିଜେଡି ସବୁ ବେଳେ ଅହିଂସାରେ ବିଶ୍ଵାସ କରେ ଏବଂ ଶାନ୍ତିପୂର୍ଣ୍ଣ ନିର୍ବାଚନ ଦ୍ବାରା ଗଣତନ୍ତ୍ରକୁ ସୁଦୃଢ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ…