ଫୁଟବଲ କୋଚ୍ ନନ୍ଦ ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର- ବିଶିଷ୍ଟ ଫୁଟବଲ୍ କୋଚ୍ ନନ୍ଦକିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାରୁ ବିଶ୍ୱସ୍ତରୀୟ ଫୁଟବଲ୍ କ୍ରୀଡାବିତ୍ ସୃଷ୍ଟି କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ…

କୋରୋନାରେ ରାଜ୍ୟରେ ଆଉ ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୩୭ ଜଣ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୭୯୧କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ…

ରାଜ୍ୟରେ ୮ ହଜାର ୭୩୫ ନୂଆ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୮ ହଜାର ୭୩୫ ନୂଆ କୋରୋନା ଆକ୍ରାନ୍ତ । ସଂଗରୋଧରୁ ୪ ହଜାର ୮୯୨ ଓ ସ୍ଥାନୀୟ ଅଂଚଳରୁ ୩ ହଜାର ୮୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧ ହଜାର ୨୨୨ ଆକ୍ରାନ୍ତ । କଟକ…

ବିଶିଷ୍ଟ ଫୁଟବଲ କୋଚ୍ ନନ୍ଦ ପଟ୍ଟନାୟକଙ୍କର ପରଲୋକ

ଭୁବନେଶ୍ୱର- ବିଶିଷ୍ଟ ଫୁଟବଲ କୋଚ୍ ନନ୍ଦ ପଟ୍ଟନାୟକଙ୍କର ପରଲୋକ ହୋଇଯାଇଛି । କୋରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ ନନ୍ଦ ପଟ୍ଟନାୟକ । ଗତକାଲି ରାତିରେ ତାଙ୍କ ମୃତ୍ୟୁ ହୋଇଛି । ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କ ଭଳି ଅନେକ ଜାତୀୟ ସ୍ତରର ଫୁଟବଲ୍ ତାରକାଙ୍କୁ ସୃଷ୍ଟି କରିଥିଲେ ନନ୍ଦ…

ବିମାନରେ ଭୁବନେଶ୍ୱର ଆସୁଥିବା ଯାତ୍ରୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବା ଟିକା ପ୍ରମାଣପତ୍ର ଜରୁରୀ

ଭୁବନେଶ୍ୱର- ବିମାନରେ ଭୁବନେଶ୍ୱର ଆସିଲେ କୋଭିଡ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଯାତ୍ରୀଙ୍କୁ ନେଗେଟିଭ କିମ୍ବା ଟିକା ନେଇଥିବାର ରିପୋର୍ଟ ଦେଖାଇବାକୁ ପଡିବ । ୪୮ ଘଂଟା ଭିତରେ ଆରଟିପିସିଆର୍ ଟେଷ୍ଟ କରିଥିବା ଜରୁରୀ । ଯଦି ଯାତ୍ରୀଙ୍କ ରିପୋର୍ଟ ନ ଥିବ, ତାହାହେଲେ…