ଉତ୍ତର ପ୍ରଦେଶ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ଗୋରଖପୁରରୁ ଲଢ଼ିବେ ଯୋଗୀ

ନୂଆଦିଲ୍ଲୀ: ଦେଶର ସବୁଠୁ ଜନବହୁଳ ରାଜ୍ୟ ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜିସାରିଛି । ଏଥିପାଇଁ ସବୁଦଳ ନିଜ ପ୍ରାର୍ଥୀ ତାଲିକା ଚୁଡାନ୍ତ କରିବାରେ ବ୍ୟସ୍ତ । କଂଗ୍ରେସ ପରେ ଆଜି ବିଜେପି ୧୦୭ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ଯୋଗୀ…

୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ଚିଠା ବିଜ୍ଞପ୍ତି ଜାରି

ଭୁବନେଶ୍ୱର- ରାଜ୍ୟରେ ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦ ଲାଗି ସଂରକ୍ଷଣ ଚିଠା ପ୍ରକାଶ ପାଇଛି । ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି । ଆପତ୍ତି ଅଭିଯୋଗ ଥିଲେ ୧୫ ଦିନ ମଧ୍ୟରେ ଜଣାଇବାକୁ ସମୟ ଦିଆଯାଇଛି । ପୌର ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟରେ ଆପତ୍ତି ଅଭିଯୋଗ…

୧୯୦୧ ପରଠାରୁ ୨୦୨୧ ଥିଲା ଭାରତରେ ପଞ୍ଚମ ସର୍ବାଧିକ ଉତ୍ତପ୍ତ ବର୍ଷ

ନୂଆଦିଲ୍ଲୀ: ୧୯୦୧ ପରଠାରୁ ଭାରତରେ ୨୦୨୧ ଥିଲା ପଞ୍ଚମ ସର୍ବାଧିକ ଉତ୍ତପ୍ତ ବର୍ଷ । ଗତବର୍ଷ ହାରାହାରି ବାର୍ଷିକ ବାୟୁ ତାପମାତ୍ରା ସ୍ୱାଭାବିକଠାରୁ ୦.୪୪ ଡିଗ୍ରୀ ସେଲସିୟସ ଅଧିକ ଥିଲା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏହି ସୂଚନା ଦେଇଛି। ଆଇଏମଡି ସୂଚନାନୁସାରେ, ବନ୍ୟା,…

ଲକ୍ଷଣ ନ ଥିଲେ କୋଭିଡ ଟେଷ୍ଟ ନ କରିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଭୁବନେଶ୍ୱର- କେନ୍ଦ୍ରର ନୂଆ କୋଭିଡ ଗାଇଡଲାଇନ ସଂପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଲକ୍ଷଣ ନ ଥିଲେ କୋଭିଡ ଟେଷ୍ଟ ନ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନ ଥିଲେ ଟେଷ୍ଟିଂର ଦରକାର ନାହିଁ…