ପୂର୍ବତନ ପାରଳା ବିଧାୟକ ବିଜୟ ଜେନାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।…

ଧର୍ମ ସଂସଦ ହେଟ୍ ସ୍ପିଚ୍ ମାମଲା: ଉତ୍ତରାଖଣ୍ଡ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍, ୧୦ ଦିନ ମଧ୍ୟରେ ଜବାବ ମାଗିଲେ

ନୂଆଦିଲ୍ଲୀ: ହରିଦ୍ୱାର ଧର୍ମ ସଂସଦରେ ମୁସଲମାନମାନଙ୍କ ବିରୋଧରେ ହେଟ୍ ସ୍ପିଚ୍ ମାମଲାର ସୁପ୍ରିମକୋର୍ଟ ଏହି ମାମଲାରେ ବୁଧବାର ଉତ୍ତରାଖଣ୍ଡ ସରକାରଙ୍କୁ ନୋଟିସ ଜାରି କରି ୧୦ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ କହିଛନ୍ତି। ଏହା ସହିତ କୋର୍ଟ କେନ୍ଦ୍ର ଏବଂ ଦିଲ୍ଲୀ ପୋଲିସକୁ ମଧ୍ୟ ନୋଟିସ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ଜଷ୍ଟିସ ଇନ୍ଦୁ ମଲହୋତ୍ରାଙ୍କ ନେତୃତ୍ବରେ କମିଟି ଗଠନ କଲେ…

ଚଣ୍ଡିଗଡ଼: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ହୋଇଥିବା ତ୍ରୁଟିର ଯାଞ୍ଚ ପାଇଁ ସୁପ୍ରିମକୋର୍ଟ ଏକ ପାଞ୍ଚ ଜଣିଆ କମିଟି ଗଠନ କରିଛନ୍ତି। ଏହି କମିଟିର ନେତୃତ୍ୱ ନେବେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଇନ୍ଦୁ ମଲହୋତ୍ରା। ଏହି କମିଟିରେ ଏନ୍ଆଇଏ ଓ…