ଅଣାୟତ୍ତ କୋରୋନା : ରାଜ୍ୟରେ ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧା ଜିଲ୍ଲାରୁ ଦିନକରେ ୩ ହଜାର ୧୮୮ ପଜିଟିଭ

ଭୁବନେଶ୍ୱର- କୋରୋନାର ତୃତୀୟ ଲହରରେ ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଟପିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୯ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ ୮୭୨ ଜଣ ହେଉଛନ୍ତି ଶିଶୁ ଓ କିଶୋର । ସଙ୍ଗରୋଧରୁ ୫ ହଜାର ୮୩୩ ଏବଂ ସ୍ଥାନୀୟ ଅଂଚଳରୁ ୪ ହଜାର ୨୨୬ ଆକ୍ରାନ୍ତ…

ଜୟନ୍ତୀରେ ବ୍ୟାସକବିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-ଓଡିଆ ସାହିତ୍ୟର ଅନ୍ୟତମ ଉଜ୍ଜ୍ୱଳ ନକ୍ଷତ୍ର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଆଜି ଜୟନ୍ତୀ । ଏହି ଅବସରରେ ବ୍ୟାସକବିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ସହ ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର…

ରେକର୍ଡ ଭାଙ୍ଗୁଛି ଓମିକ୍ରନ୍, ସପ୍ତାହକ ମଧ୍ୟରେ ୧.୫ କୋଟି ନୂଆ ମାମଲା, ୪୮ ହଜାର ମୃତ୍ୟୁ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କୋଭିଡ -୧୯ ସଂକ୍ରମଣ ବିସ୍ଫୋରଣ ଜାରି ରହିଛି । ଏହି ସମୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ଏହାର ସଦ୍ୟତମ ମହାମାରୀ ରିପୋର୍ଟରେ କହିଛି ଯେ ଗତ ସପ୍ତାହରେ ନୂଆ କରୋନୋ ସଂକ୍ରମଣ ସଂଖ୍ୟା ପ୍ରାୟ ୫୫ ପ୍ରତିଶତ ବୃଦ୍ଧି ପାଇଛି। ମଙ୍ଗଳବାର ରାତିରେ ପ୍ରକାଶିତ…