ପଂଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ : ଇସିଆଇ ଗାଇଡଲାଇନକୁ ଆଧାର କରି ହେବ ପଂଚାୟତ ନିର୍ବାଚନ ଗାଇଡଲାଇନ

ଭୁବନେଶ୍ୱର – ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଭାରତର ନିର୍ବାଚନ କମିଶନ-ଇସିଆଇର ଗାଇଡଲାଇନକୁ ଆଧାର କରି ପଂଚାୟତ ନିର୍ବାଚନ ଗାଇଡଲାଇନ ଆସିବ । ଆଜି ଏହି ଗାଇଡଲାଇନ ଆସିବ ବୋଲି ବୈଠକ ପରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ମାମଲା: ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ତଦନ୍ତ କମିଟି ଗଠନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପଞ୍ଜାବ ଗସ୍ତରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ହୋଇଥିବା ତ୍ରୁଟି ମାମଲାର ତଦନ୍ତ ବର୍ତ୍ତମାନ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ କମିଟି ଦ୍ୱାରା କରାଯିବ। ଯେଉଁଥିରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଡିଜି ଏବଂ ଇଣ୍ଟେଲିଜେନ୍ସ ବ୍ୟୁରୋ…

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ସଂକ୍ରମଣ ପିକ୍ ?

ଭୁବନେଶ୍ୱର- ରାଜ୍ୟରେ ଚଳିତମାସ ଶେଷ ସୁଦ୍ଧା କୋରୋନା ସଂକ୍ରମଣ ପିକ୍ ଛୁଇଁପାରେ । ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଦିଲ୍ଲୀ ଓ ମହାରାଷ୍ଟ୍ରରେ ଜାନୁଆରୀ ୧୫ ତାରିଖ ସୁଦ୍ଧା କୋରୋନା ସଂକ୍ରମଣ ପିକ୍ ଛୁଇଁବ ବୋଲି ବିଶେଷଜ୍ଞମାନେ କହିଛନ୍ତି । ସେହି ଅନୁସାରେ…

ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ ଆରମ୍ଭ

ଭୁବନେଶ୍ୱର – ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ନେଇ ସର୍ବଦଳୀୟ ବୈଠକ ଜାରି ରହିଛି । ତୋଷାଳୀ ଭବନ ସ୍ଥିତ ନିର୍ବାଚନ କମିଶନଙ୍କ ଅଫିସରେ ଚାଲିଥିବା ବୈଠକରେ ବିଭିନ୍ନ ଦଳର ପ୍ରତିନିଧି ଯୋଗ ଦେଇଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଚାଲିଥିବା ବୈଠକରେ ବିଜେଡି ସାଂସଦ ଅମର…