ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା ମିହିର ଦାସ, ୬୩ ବର୍ଷ ବୟସରେ ପରଲୋକ

କଟକ-ଓଡିଆ ସିନେମାର ଲୋକପ୍ରିୟ ଅଭିନେତା ମିହିର ଦାସ ଆଉ ନାହାନ୍ତି । କଟକର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ୬୩ ବର୍ଷ ବୟସରେ ଆଖି ବୁଜିଛନ୍ତି ମିହିର ଦାସ । ଦୀର୍ଘ ୪୦ ବର୍ଷ ଧରି ସିନେମା ସହ ଜଡିତ ଥିଲେ ମିହିର ଦାସ ।୧୯୮୦ରେ ରାମାୟଣ…

ଛତ୍ରପୁର ନିର୍ବାଚନମଣ୍ଡଳୀର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିର୍ବାଚନମଣ୍ଡଳୀର ବିଜେପି ଓ କଂଗ୍ରେସ ଦଳର ପଦାଧିକାରୀ ଓ ଶତାଧିକ କର୍ମୀ ଆଜି ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ସାମିଲ୍ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ବହୁ ସରପଞ୍ଚ , ୱାର୍ଡ଼ମେମ୍ବର , ବ୍ଲକ ସଭାପତି ଓ ଜିଲ୍ଲାପରିଷଦ ପ୍ରାର୍ଥୀ ସାମିଲ ଅଛନ୍ତି ।…