UP STF busts ATM cloning racket

Prayagraj (Uttar Pradesh):  The UP Special Task Force (STF) has arrested three persons, including the mastermind of an inter-state gang involved in defrauding people by cloning their ATM cards. The team also recovered a laptop and its

କୋହଲିଙ୍କ ଟେଷ୍ଟ ଅଧିନାୟକ ପଦ ଛାଡ଼ିବା ନିଷ୍ପତ୍ତି ଉପରେ ଆସିଲା ବିସିସିଆଇ ସଭାପତି ଗାଙ୍ଗୁଲିଙ୍କ ପ୍ରତିକ୍ରିୟା,…

ନୂଆଦିଲ୍ଲୀ: ଟେଷ୍ଟ ଅଧିନାୟକ ପଦ ଛାଡ଼ିବାକୁ ଘୋଷଣା କରି ବିରାଟ କୋହଲି ସମସ୍ତଙ୍କୁ ଚକିତ କରିଛନ୍ତି ‌। ବିସିସିଆଇ ସହ ବିବାଦ ଓ ଦକ୍ଷିଣ ଆଫ୍ରିକା ଠାରୁ ସିରିଜ୍ ହାରିବା ପରେ ଶନିବାର ଟ୍ବିଟରରେ ଟେଷ୍ଟ ଅଧିନାୟକ ପଦ ଛାଡ଼ିବାକୁ କୋହଲି ଘୋଷଣା କରିଥିଲେ । କୋହଲିଙ୍କ ଏହି ନିଷ୍ପତ୍ତି ପରେ…

ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୧ ହଜାର ଟପିଲା

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୧୧ ହଜାର ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୧୭୭ ଆକ୍ରାନ୍ତ । ସଙ୍ଗରୋଧରୁ ୬ ହଜାର ୪୭୯ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୬୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧ ହଜାର ୧୬ ଜଣ ହେଉଛନ୍ତି ଶିଶୁ ଓ କିଶୋର ।…

ଦେଶରେ ଆଉ ୨.୭୧ ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ, ଓମିକ୍ରନ୍ ରୋଗୀଙ୍କ ସଂଖ୍ୟା ୭,୭୪୩

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ତୃତୀୟ ଲହର ଗତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇ ଲକ୍ଷ ୭୧ ହଜାର ୨୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହିତ ଏପର୍ଯ୍ୟନ୍ତ ଓମିକ୍ରନ୍ ଭାରିଆଣ୍ଟର ୭ ହଜାର ୭୪୩ ମାମଲା…

ସମ୍ବଲପୁର ଜିଲ୍ଲା ପରିଷଦ, ଅଧ୍ୟକ୍ଷା ପଦ ପାଇଁ ସବୁ ଆସନରେ ମହିଳା ଆଶାୟୀ, ବିଜେଡିରେ ଟିକଟ ଆଶାୟୀଙ୍କ ତାଲିକା ଲମ୍ବା

ସମ୍ବଲପୁର : ସୋମବାର ସକାଳ ପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଆରମ୍ଭ ହେବ। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ରାଜନୈତିକ ଦଳ ସେମାନଙ୍କ ଟିକଟ ଘୋଷଣା କରିନାହାନ୍ତି। ଏପଟେ ସବୁ ଦଳରେ ଜିଲ୍ଲା ପରିଷଦ ଟିକଟ ପାଇଁ ଆଶାୟୀଙ୍କ ଲବି ଜୋରଦାର ହୋଇଛି। ଏଭଳି ସ୍ଥିତିରେ ସମ୍ବଲପୁର…