କଥା ରଖିଲେ ମୁଖ୍ୟମନ୍ତ୍ରୀ, ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ମରାମତି ପାଇଁ ୩ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ

ଘର ପାଇଁ ଅବହେଳାର ଶିକାର ହେବାକୁ ଦେବିନି: ନବୀନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି । ରାଜ୍ୟର ସମୁଦାୟ ୩୧…