ପଞ୍ଚସଖା ଯୁଗର ଅନନ୍ୟ ସାଧକ ଭକ୍ତ ବଳରାମ ଦାସ
ଭକ୍ତ ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ବୟସରେ ଜ୍ୟେଷ୍ଠ । ଏହି ଅନନ୍ୟ ସାଧକ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରି ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।…