ନୂଆପଡ଼ା ଜିଲ୍ଲାରେ ଆରମ୍ଭ ହେଲା ବାୟୁ ସ୍ବାସ୍ଥ୍ୟସେବା : ବିମାନରେ ପହଞ୍ଚିଲେ ୭ ସୁପର ସ୍ପେସାଲିଷ୍ଟ

ନୂଆପଡ଼ା: ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଯୋଜନା ନୂଆପଡ଼ାରେ ଆରମ୍ଭ ହୋଇଛି। ଶୁକ୍ରବାର ୭ ଜଣ ସୁପର ସ୍ପେସାଲିଷ୍ଟ ଡାକ୍ତର ନୂଆପଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି‌ଛନ୍ତି। ଏହି ଡାକ୍ତର ଟିମରେ କାର୍ଡିଓଲୋଜି‌ ବିଭାଗର ଡାକ୍ତର ଡାକ୍ତର ଦୀପକ ରଞ୍ଜନ ଦାସ,…