ରାଜ୍ୟରେ ଆଉ ୨୨୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୨୫ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସଙ୍ଗରୋଧରୁ ୧୩୨ ଓ ସ୍ଥାନୀୟ ଅଞ୍ଚଳରୁ ୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ୩୭ ଜଣ ୧୮ ବର୍ଷରୁ କମ୍ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭, ସମ୍ବଲପୁର ଜିଲ୍ଲାରୁ…