ତେଲେଙ୍ଗାନା-ଛତିଶଗଡ ସୀମାରେ ଏନକାଉଣ୍ଟର, ୬ ନକ୍ସଲ ନିହତ

ହାଇଦ୍ରାବାଦ: ସୋମବାର ସକାଳେ ତେଲେଙ୍ଗାନା ଏବଂ ଛତିଶଗଡ ସୀମାରେ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସଶସ୍ତ୍ର ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଏହି ଏନକାଉଣ୍ଟରରେ ୬ ନକ୍ସଲ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଚାରି ଜଣ ମହିଳା ନକ୍ସଲ ଥିଲେ । ଏନକାଉଣ୍ଟର…