ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ପୁଣି ଚିଠା ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର- ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ପୁଣି ଚିଠା ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ୭ଟି ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ଥିବା ବେଳେ ୫ଟି ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ଓ ୧୦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରଖାଯାଇଛି। ଅନୁଗୁଳ, କଟକ,…