ଇଡ୍କୋରେ ନିଯୁକ୍ତି ପାଇଲେ ୨୫ ଜଣ ଡେପୁଟି ମ୍ୟାନେଜର
ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଇଡ୍କୋ ସମ୍ମିଳନୀ କକ୍ଷଠାରେ ୨୫ ଜଣଙ୍କୁ ଡେପୁଟି ମ୍ୟାନେଜର ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ଶିଳ୍ପ , ଶକ୍ତି , ଏମ୍ଏସ୍ଏମ୍ଇ , ଗୃହ ରାଜ୍ୟମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଯୁକ୍ତି…