କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଆଉ ୬୩୧୭ ମାମଲା ଚିହ୍ନଟ, ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩କୁ ବୃଦ୍ଧି
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଭାରତରେ ୬୩୧୭ କରୋନା ମାମଲା ରିପୋର୍ଟ ହୋଇଛି। ଏଥି ସହିତ, ଦିନକରେ ଏହି ରୋଗରେ ଆଉ ୩୧୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬୯୦୬ ଜଣ ଲୋକ ମଧ୍ୟ କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ…