ଅଧିକ ଶକ୍ତିଶାଳୀ ହେଲା ମିଶନ ଶକ୍ତି: ଏଣିକି ପ୍ରତି ଜିଲ୍ଲାରେ ମିଶନ ଶକ୍ତି ଭବନ

ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ପାଇଁ ଭୁବନେଶ୍ବରରେ ମିଶନ ଶକ୍ତି ବଜାର ବିଶ୍ବବ୍ୟାପୀ ବିକ୍ରୟ ପାଇଁ ଅନଲାଇନ ମାର୍କେଟ ପୋର୍ଟାଲ ଭୁବନେଶ୍ବର: ରାଜ୍ୟରେ ମିଶନ ଶକ୍ତି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ କାର୍ଯ୍ୟକ୍ରମ ଆରମ୍ଭ…

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି: ପାକିସ୍ତାନକୁ ହରାଇ ବ୍ରୋଞ୍ଜ ଜିତିଲା ଭାରତ

ଢାକା: ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୪-୩ ଗୋଲରେ ହରାଇ ଭାରତୀୟ ହକି ଦଳ ଏସିଆନ୍ ଚାମ୍ପିଅନ୍ସ ଟ୍ରଫିରେ ବ୍ରୋଞ୍ଜ ପଦକ ଜିତିଛି। ଭାରତୀୟ ଦଳ ଡିଫେଣ୍ଡିଂ ଚାମ୍ପିଅନ୍ ହୋଇଥିଲେ ମଧ୍ୟ ସେମିଫାଇନାଲରେ ଜାପାନ ଠାରୁ ପରାଜୟର ସମ୍ମୁଖୀନ ହୋଇଥିଲା। କିନ୍ତୁ ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ସପ୍ତମ ସ୍ଥାନକୁ ଖସିଲେ କୋହଲି, ରୁଟଙ୍କୁ ହଟାଇ ଲାବୁସେନ୍ ଶୀର୍ଷରେ

ଦୁବାଇ: ଆଇସିସି ପକ୍ଷରୁ ବୁଧବାର ସଦ୍ୟତମ ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ ଜାରି କରାଯାଇଛି। ସଦ୍ୟତମ ର଼୍ୟାଙ୍କିଙ୍ଗରେ ଅଷ୍ଟ୍ରେଲିଆର ମାର୍ନସ୍ ଲାବୁସେନ ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ସେ ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ମାର୍ନସ୍…

ଓମିକ୍ରନର ମୁକାବିଲା ପାଇଁ କଟକ ମହାନଗର ନିଗମ ପ୍ରସ୍ତୁତ : କମିଶନର ଅନନ୍ୟା ଦାସ

କଟକ-କୋରୋନାର ନୂଆ ଭାରିଆଂଟ୍ ଓମିକ୍ରନକୁ ନେଇ ଏବେ ଚିନ୍ତା ବଢିଥିବା ବେଳେ ଏହା ଦ୍ୱାରା ଆସିବାକୁ ଥିବା ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା କରିବାକୁ କଟକ ମହାନଗର ନିଗମ ପ୍ରସ୍ତୁତ । ଓମିକ୍ରନ ମୁକାବିଲା ପାଇଁ ସମସ୍ତ ସ୍ତରରେ ପ୍ରସ୍ତୁତି ହୋଇଛି ବୋଲି କଟକ ମହାନଗର ନିଗମ କମିଶନର ଅନନ୍ୟା ଦାସ…

ଓମିକ୍ରନ ଆତଙ୍କ : ନୂଆବର୍ଷ ପାଇଁ ଆସିପାରେ ନୂଆ ଗାଇଡଲାଇନ

ଭୁବନେଶ୍ୱର – କୋରୋନାର ନୂଆ ଭାରିଆଂଟ୍ ଓମିକ୍ରନକୁ ନେଇ ସାରାବିଶ୍ୱ ଆତଙ୍କିତ ହୋଇପଡିଥିବା ବେଳେ ଭାରତରେ ମଧ୍ୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଓଡିଶାରେ ମଧ୍ୟ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଚିନ୍ତା ବଢିଛି । ଓମିକ୍ରନ ସମ୍ଭାବ୍ୟ ତୃତୀୟ ଲହର ଆଣିବା…

ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହୋଇପାରୁଥିବା ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ଵର: ଚୀନ୍ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତତା ମଧ୍ୟରେ ଭାରତ କ୍ରମାଗତ ଭାବରେ ନିଜର ସାମରିକ ସାମର୍ଥ୍ୟ ବୃଦ୍ଧି କରୁଛି। ବୁଧବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହୋଇପାରୁଥିବା ବାଲିଷ୍ଟିକ୍ କ୍ଷେପଣାସ୍ତ୍ର 'ପ୍ରଳୟ'ର ପରୀକ୍ଷଣ କରିଛି। ଏହି କ୍ଷେପଣାସ୍ତ୍ର ୧୫୦…