ରାଜ୍ୟରେ ଆଉ ଦୁଇ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଆଉ ୨ ଓମିକ୍ରନ ସଂକ୍ରମିତ ହୋଇଥିବା ନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି । ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…