ଓଏଭି ପ୍ରବେଶିକା ପରୀକ୍ଷାର ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର- ଫେବ୍ରୁଆରୀ ୧୮ ତାରିଖରେ ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଓଡିଶା ଆଦର୍ଶ ବିଦ୍ୟାଳୟ-ଓଏଭିଗୁଡିକରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ହେବ । ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ଜାନୁଆରୀ ୧୯ ତାରିଖ ମଧ୍ୟରେ www.bseodisha.ac.in ୱେବସାଇଟରେ ଆବେଦନ…

ରାଜ୍ୟରେ ବଢିବ ରାତି ତାପମାତ୍ରା ଜାଡରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ହ୍ରାସ ପାଇଛି । ଫଳରେ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଥିବା ବେଳେ ଦିନେ ଦୁଇ ଦିନ ମଧ୍ୟରେ ଏହା ଆହୁରି ବଢିପାରେ । ଦୁଇ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ଯାଏଁ ବଢିବ ତାପମାତ୍ରା ।…

ଉଠା ଦୋକାନୀଙ୍କୁ ଆଜି କୋଭିଡ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – କୋରୋନା ମହାମାରୀ ବିଭିନ୍ନ ବର୍ଗର ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଛି । ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି । ରାସ୍ତାକଡର ଉଠା ଦୋକାନୀମାନେ ମଧ୍ୟ ଆର୍ଥକ ଦୁର୍ଗତିର ସମ୍ମୁଖୀନ ହୋଇଛନ୍ତି । ଉଠା ଦୋକାନୀଙ୍କୁ ଆଶ୍ୱସ୍ତି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଜି କ୍ୟାବିନେଟ, ୧୦ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର - ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି । ଅନୁଦାନପ୍ରାପ୍ତ କଲେଜଗୁଡିକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ କରିବା ସମ୍ଭାବନା ରହିଛି ।…