ଖୁବଶୀଘ୍ର ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନ କମିଶନଙ୍କୁ ଦିଆଯିବ : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର- ଖୁବ୍‌ଶୀଘ୍ର ସଂରକ୍ଷଣ ତାଲିକା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିବେ ରାଜ୍ୟ ସରକାର । ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ଜିଲ୍ଲା ପରିଷଦ ସଂରକ୍ଷଣ ତାଲିକା ପଞ୍ଚାୟତିରାଜ ବିଭାଗ ଆଗରୁ ହିଁ ପ୍ରକାଶ କରିସାରିଛି । ଏବେ ସରପଂଚ, ସମିତି ସଭ୍ୟ ପାଇଁ…