ଜାନୁଆରୀ ୩ରୁ ପ୍ରଥମରୁ ପଂଚମ ପିଲାଙ୍କ ପାଇଁ ଖୋଲିବ ସ୍କୁଲ

ଭୁବନେଶ୍ୱର – ରାଜ୍ୟରେ ଜାନୁଆରୀ ୩ ତାରିଖରୁ ପ୍ରଥମରୁ ପଂଚମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ଏହି ସୂଚନା ଦେଇଛନ୍ତି । ପିଲାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ପୂର୍ବ ଏସଓପି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲ୍ ଆସିବାକୁ ଚାହୁଁ ନ ଥିବା…