ବିଜେପି ଛାଡ଼ି କଂଗ୍ରେସରେ ଯୋଗଦେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଅ
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଅ ସୁନୀଲ ଶାସ୍ତ୍ରୀ ପୁଣି ଥରେ କଂଗ୍ରେସରେ ଯୋଗ ଦେଇଛନ୍ତି। ସୁନୀଲ ଶାସ୍ତ୍ରୀ ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ତାଙ୍କୁ ଦଳର ସଦସ୍ୟତା ପ୍ରଦାନ କରିଛନ୍ତି।…