କରୋନା ଅପଡେଟ୍: ଦେଶରେ ଆଉ ୬,୯୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଓମିକ୍ରନ୍ ମାମଲା ୪୨୨କୁ ବୃଦ୍ଧି

ନୂଆଦିଲ୍ଲୀ: ସାରା ଦେଶରେ ଓମିକ୍ରନ୍ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୪୨୨କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ରରେ ସର୍ବାଧିକ ୧୦୮ ଜଣ ଓମିକ୍ରନ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୨ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି । ଶନିବାର ଦିନ…

ରାଜ୍ୟରେ ଆଉ ୧୧୨ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୧୨ କୋରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଂଚଳରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ ବୟସର ୧୭ ଜଣ ମଧ୍ୟ କୋରୋନା ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬, କଟକରୁ ୧୩,…

ବିଜେଡିର ପ୍ରତିଷ୍ଠା ଦିବସରେ କର୍ମୀଙ୍କୁ ସୁପ୍ରିମୋ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ୨୫ତମ ପ୍ରତିଷ୍ଠା ଦିବସ ଅବସରରେ ବିଜେଡି କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । କର୍ମୀଙ୍କ ନିରନ୍ତର ଭଲପାଇବା ଓ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ବିଜେଡି ଆଜି କୋଟି କୋଟି ଓଡିଆଙ୍କ ବଳ ସାଜିଛି ବୋଲି ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ…