ଶୈବ ଉପାସନାର ମହାନ ତୀର୍ଥ ମହେନ୍ଦ୍ର ଗିରିର ବାବା ଗୋକର୍ଣ୍ଣେଶ୍ୱର ମନ୍ଦିର
ଗଜପତି ଜିଲ୍ଲା ରାୟଗଡ଼ ବ୍ଳକରେ ଗୋକର୍ଣ୍ଣେଶ୍ୱର ଦେଉଳ ଅବସ୍ଥିତ ।ପୂର୍ବଘାଟ ପର୍ବତମାଳାର ପ୍ରାୟ ମଧ୍ୟଭାଗରେ ରହିଛି ମହେନ୍ଦ୍ରଗିରି ବା ମହେନ୍ଦ୍ରାଚଳ। ଏହାର ଶିଖର ଦେଶରୁଦେଖାଯାଏ ସୁବିସ୍ତୀର୍ଣ୍ଣ ନୀଳ ସାଗର । ମହେନ୍ଦ୍ରଗିରି ଶିଖରରେ ଥିବା ଗୋକର୍ଣ୍ଣେଶ୍ୱରଙ୍କ ଦେଉଳରେ ପହଞ୍ଚିବାକୁ ହେଲେ…