ଓମିକ୍ରନ ଭାରତରେ ପ୍ରାରମ୍ଭିକ ପର୍ଯ୍ୟାୟରେ ରହିଛି : ଡବ୍ଲୁଏଚଓ ଓଡିଶା ମୁଖ୍ୟ

ଭୁବନେଶ୍ୱର – କୋରୋନାର ନୂଆ ଭାରିଆଂଟ୍ ଓମିକ୍ରନ ଯୋଗୁଁ ଭାରତରେ ତୃତୀୟ ଲହର ଆସିବ ବୋଲି କିଛି କହିହେବ ନାହିଁ । ଭାରତରେ ଓମିକ୍ରନ ସଂକ୍ରମଣ ପ୍ରାରମ୍ଭିକ ସ୍ତରରେ ରହିଛି । ବ୍ରିଟେନ ଓ ଆମେରିକାରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ବଢିଛି ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଓଡିଶା ମୁଖ୍ୟ…

ଶୀତ ପ୍ରକୋପ : ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ, ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ୱର- ରାଜ୍ୟରେ ଜାରି ରହିଛି ଶୀତ ପ୍ରକୋପ । ୧୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୫ ଡିଗ୍ରୀ ସେଲସିୟସ ସହ ଫୁଲବାଣୀ ରାଜ୍ୟର ଥଣ୍ଡା ସହର ହୋଇଛି । ଦାରିଙ୍ଗବାଡିରେ ରାତି ତାପମାତ୍ରା ଥିଲା ୬ ଦଶମିକ ୫ ଡିଗ୍ରୀ ସେଲସିୟସ । ଝାରସୁଗୁଡାରେ ୭ ଦଶମିକ ୧, ଟିଟିଲାଗଡରେ ୭ ଦଶମିକ…

ରାଜ୍ୟରେ ଆଉ ଦୁଇ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଆଉ ୨ ଓମିକ୍ରନ ସଂକ୍ରମିତ ହୋଇଥିବା ନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି । ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ…