‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ନବୀନ

ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ…