ରାଜ୍ୟରେ ସାଢେ ୪ କୋଟି ଡୋଜ୍ ଟିକାକରଣ, ସ୍ୱାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର- କୋଭିଡ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଓଡିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି । ରାଜ୍ୟରେ କୋଭିଡ ଟିକାକରଣରେ ସାଢେ ୪ କୋଟି ଡୋଜ୍ ଦିଆସରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସଫଳତାରେ ଖୁସି ପ୍ରକାଶ କରିବା ସହ ସ୍ୱାସ୍ଥ୍ୟକର୍ମୀଙ୍କ କଠୋର ପରିଶ୍ରମ, ନିଷ୍ଠା…

ରାଜ୍ୟରେ ଆଉ ୨୫୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଉ ୨୫୫ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୫୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସ୍କ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬, ମୟୂରଭଞ୍ଜରୁ ୨୨, ସମ୍ବଲପୁରରୁ ୧୯,…