ମୋ ସରକାରରେ ପ୍ରତିକୂଳ ମତାମତର ପ୍ରଭାବ: ୩ ଜଣ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଜଣେ ଆର.ଆଇ ଚାକିରୀରୁ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।…