ରାଜ୍ୟରେ ୪ ଶହ ତଳକୁ ଖସିଗଲା ଦୈନିକ କୋରୋନା ସଂକ୍ରମଣ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୪ ଶହ ତଳକୁ ଖସିଛି । ଦିନକରେ ୩୮୮ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୧୬୨ ମାମଲା ଆସିଛି । ୫୩୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ଅଛନ୍ତି । ରାଜ୍ୟରେ ମୋଟ…

ଆନ୍ଧ୍ରପ୍ରଦେଶ ଆଇଟି ମନ୍ତ୍ରୀ ଗୌତମ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶ ଶିଳ୍ପ ଓ ଆଇଟି ମନ୍ତ୍ରୀ ମେକାପତି ଗୌତମ ରେଡ୍ଡୀଙ୍କ ହୃଦଘାତରେ ପରଲୋକ ହୋଇଯାଇଛି। ସୋମବାର ସକାଳେ ଛାତିରେ ଯନ୍ତ୍ରଣା ଯୋଗୁଁ ସେ ହଠାତ୍ ତଳେ ପଡ଼ିଯାଇଥିଲେ। ପରିବାର ଲୋକ ତାଙ୍କୁ ତୁରନ୍ତ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ…

ବିଦ୍ୟୁତ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ବରଗଡ଼: ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ ଅଲେଖପୁର ଗ୍ରାମର ଏକ ବିଲରେ…

କରୋନା ଅପଡେଟ୍: ଆହୁରି ଖସିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଆସିଲା ଏତିକି ମାମଲା

ନୂଆଦିଲ୍ଲୀ: ଦେଶରେ କରୋନାର ତୃତୀୟ ଲହର ସଂକମ୍ରଣ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଆଜି ନୂଆ ମାମଲା ସହ ମୃତକଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ସୋମବାର ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୧୬,୦୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟ…

ଗୋଖାଦ୍ୟ ଦୁର୍ନୀତି ମାମଲା: ଲାଲୁଙ୍କ ସମେତ ୩୮ ଦୋଷୀଙ୍କ ବିରୋଧରେ ଆଜି ହେବ ଦଣ୍ଡବିଧାନ

ରାଞ୍ଚି: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପାଇଁ ଆଜି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆଜି ରାଞ୍ଚିର ସ୍ୱତନ୍ତ୍ର ସିବିଆଇ କୋର୍ଟ ଡୋରାଣ୍ଡା ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇବେ। ଫେବୃଆରୀ ୧୫ରେ କୋର୍ଟ ଏହି…

ଅନ୍ତର୍ଜାତୀୟ ମାତୃଭାଷା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର - ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ମାତୃଭାଷା ଆମର ପରିଚୟ। ଭାରତୀୟ ଶାସ୍ତ୍ରୀୟ ଭାଷା ମଧ୍ୟରେ ଆମ ଓଡ଼ିଆ ଭାଷାର ଗରିମା ଓ ମାଧୁର୍ଯ୍ୟର ସ୍ୱତନ୍ତ୍ରତା ରହିଛି। ଅନ୍ତର୍ଜାତୀୟ ମାତୃଭାଷା ଦିବସରେ…